Deuteronomy 1:20 — Compare Translations
5 translations compared side by side
Odia - 1840
"ଏହାପରେ ମୁ ତୁମ୍ଭମାନଙ୍କୁ କହିଲି, 'ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ଯେଉଁ ଇ ମାରେୀଯମାନଙ୍କର ପର୍ବତମଯ ଦେଶ ଦବେେ, ସହେିଠା ରେ ଆମ୍ଭମାନେେ ଏବେ ଉପସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଇମୋରୀୟମାନଙ୍କର ପର୍ବତମୟ ଦେଶ ଦେବେ, ସେହିଠାରେ ଆମ୍ଭେମାନେ ଏବେ ଉପସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।