Deuteronomy 1:21 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସହେିଦେଶ ଦଇେଛନ୍ତି। ୟାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୁର୍ବପୁରୁଷମାନଙ୍କୁ ପରମେଶ୍ବରଙ୍କ ଆଜ୍ଞାନକ୍ସ୍ଟସା ରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନାରାଶ ହକ୍ସ୍ଟଅ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ଦେଇଛନ୍ତି। ଯାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନିରାଶ ହୁଅ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”