Deuteronomy 1:23 — Compare Translations
5 translations compared side by side
Odia - 1840
"ମୁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁ ତୁମ୍ଭମାନଙ୍କର ପ୍ରେତ୍ୟକକ ପରିବାରବର୍ଗରକ୍ସ୍ଟ ଜଣେ ଜଣେ କରି ବାରଜଣଙ୍କକ୍ସ୍ଟ ବାଛିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ; ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣ ନେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଜଣେ କରି ବାର ଜଣଙ୍କୁ ବାଛିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।