Deuteronomy 1:24 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ସହେି ପର୍ବତମଯ ଦେଶକକ୍ସ୍ଟ ଗଲେ ଓ ଇଷ୍କୋଲ ଉପତ୍ଯାକା ରେ ପହଁଞ୍ଚିଲେ ଏବଂ ସହେି ଦେଶ ରେ ଗକ୍ସ୍ଟଲ୍ଗ ଦୃଷ୍ଟି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶ ଅନୁସନ୍ଧାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ସେହି ପର୍ବତମୟ ଦେଶକୁ ଗଲେ ଓ ଇଷ୍କୋଲ ଉପତ୍ୟକାରେ ପହଞ୍ଚିଲେ ଏବଂ ସେହି ଦେଶରେ ଗୁପ୍ତ ଦୃଷ୍ଟି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ-ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।