Deuteronomy 1:25 — Compare Translations

5 translations compared side by side

Odia - 1840
"ସମାନେେ କିଛି ଫଳଧରି ସହେି ସ୍ଥାନରକ୍ସ୍ଟ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ ସହେି ଦେଶ ବିଷଯ ରେ ଆମ୍ଭମାନଙ୍କୁ କହିଲେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ଏକ ଉତ୍ତମ ଦେଶ ଦଇେଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ଵାଦ ଦେଇ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଉତ୍ତମ ଦେଶ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିଛି ଫଳଧରି ସେହି ସ୍ଥାନରୁ ଆମ୍ଭମାନଙ୍କ ନିକଟକୁ ଆସିଲେ। ସେମାନେ ସେହି ଦେଶ ବିଷୟରେ ଆମ୍ଭମାନଙ୍କୁ କହିଲେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ଏକ ଉତ୍ତମ ଦେଶ ଦେଇଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”