Deuteronomy 1:26 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ସେ ଦେଶକକ୍ସ୍ଟ ୟିବାକକ୍ସ୍ଟ ମନା କରିଦଲେ। ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ବିରକ୍ସ୍ଟଦ୍ଧ ରେ ବିଦ୍ରୋହ ଚରଣ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭେ ସେ ଦେଶକୁ ଯିବାକୁ ମନା କରିଦେଲ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ବିରୁଦ୍ଧରେ ବିଦ୍ରୋହାଚରଣ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।