Deuteronomy 1:27 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆପଣାର ତୁମ୍ଭମାନଙ୍କର ତକ୍ସ୍ଟମ୍ବୁକକ୍ସ୍ଟ ୟାଇ ଅଭିଯୋଗ କରି କହିଲ, 'ସଦାପ୍ରଭୁ ଆମ୍ଭକକ୍ସ୍ଟ ଘୃଣା କରନ୍ତି। ତେଣୁ ସେ ଆମ୍ଭମାନଙ୍କୁ ଇ ମାରେୀଯମାନଙ୍କ ହସ୍ତ ରେ ସମର୍ପଣ କରି ବିନାଶ କରିବା ନିମନ୍ତେ, ଆମ୍ଭମାନଙ୍କୁ ଏଠାକକ୍ସ୍ଟ ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ଵୁରେ ବଚସା କରି କହିଲ, ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ହେତୁରୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆପଣାର ତୁମ୍ଭମାନଙ୍କର ତମ୍ବୁକୁ ଯାଇ ଅଭିଯୋଗ କରି କହିଲ, ‘ସଦାପ୍ରଭୁ ଆମ୍ଭକୁ ଘୃଣା କରନ୍ତି। ତେଣୁ ସେ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ, ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣି ଅଛନ୍ତି।