Deuteronomy 1:28 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ବର୍ତ୍ତମାନ କେଉଁଠାକକ୍ସ୍ଟ ୟିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନ ରେ ତଥ୍ଯ ପ୍ରଦାନ କରି ଭୟ ସଂଚାର କରିଛନ୍ତି। ସମାନେେ କହିଲେ, ସଠାେକାର ଲୋକମାନେ ଆମ୍ଭମାନଙ୍କଠାରକ୍ସ୍ଟ ବଳବାନ ଓ ଦୀର୍ଘ୍ଯକାଯ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡିକୁ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭମାନେେ ସଠାେରେ ଅନାକୀଯମାନଙ୍କର ଦୀର୍ଘ୍ଯକାଯ ସନ୍ତାନମାନଙ୍କୁ ଦେଖିଲକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ବର୍ତ୍ତମାନ କେଉଁଠାକୁ ଯିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନରେ ତଥ୍ୟ ପ୍ରଦାନ କରି ଭୟ ସଞ୍ଚାର କରିଛନ୍ତି। ସେମାନେ କହିଲେ, ସେଠାକାର ଲୋକମାନେ ଆମ୍ଭମାନଙ୍କଠାରୁ ବଳବାନ ଓ ଦୀର୍ଘ୍ୟକାୟ। ତାଙ୍କର ନଗରମାନ ବୃହତ ଏବଂ ତା’ର ପ୍ରାଚୀରଗୁଡ଼ିକ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭେମାନେ ସେଠାରେ ଅନାକୀୟମାନଙ୍କର ଦୀର୍ଘ୍ୟକାୟ ସନ୍ତାନମାନଙ୍କୁ ଦେଖିଲୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ କେଉଁଠାକୁ ଯିବା? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।