Deuteronomy 1:29 — Compare Translations

5 translations compared side by side

Odia - 1840
"ତେଣୁ ମୁ ତୁମ୍ଭମାନଙ୍କୁ କହିଲି, 'ତ୍ରାସ କର ନାହିଁ କି ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ତୁମ୍ଭମାନଙ୍କୁ କହିଲି, ତ୍ରାସଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ତୁମ୍ଭମାନଙ୍କୁ କହିଲି, ‘ତ୍ରାସ କର ନାହିଁ କି ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।”