Deuteronomy 1:3 — Compare Translations
5 translations compared side by side
Odia - 1840
"କିନ୍ତୁ ଏହାଥିଲା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନ ରେ ମାଶାେ ଇଶ୍ରାୟେଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନକ୍ସ୍ଟସା ରେ ସଦାପ୍ରଭୁଙ୍କର ବାକ୍ଯମାନ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେ ଯେ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହାଥିଲା ଗ୍ଭଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ମୋଶା ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ସଦାପ୍ରଭୁଙ୍କର ବାକ୍ୟମାନ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,