Deuteronomy 1:30 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ଆଗେଆଗେ ଗମନ କରୁଛନ୍ତି। ସେ ମିଶର ରେ ଯେପରି କରିଥିଲେ, ଏହିଠା ରେ ମଧ୍ଯ ସହେିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷ ରେ ୟକ୍ସ୍ଟଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଆଗେ ଆଗେ ଗମନ କରୁଛନ୍ତି। ସେ ମିଶରରେ ଯେପରି କରିଥିଲେ, ଏହିଠାରେ ମଧ୍ୟ ସେହିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)