Deuteronomy 1:31 — Compare Translations

5 translations compared side by side

Odia - 1840
"ମରକ୍ସ୍ଟଭୂମିରେ ତୁମ୍ଭମାନେେ ଦେଖିଅଛ, ମନକ୍ସ୍ଟଷ୍ଯମାନେ ଆପଣା ସନ୍ତାନମାନଙ୍କୁ ବୋହିବାପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏହିଠା ରେ ପହଁଞ୍ଚିବା ପର୍ୟ୍ଯନ୍ତ, ତୁମ୍ଭମାନଙ୍କର ଗମନର ସମସ୍ତ ପଥରେ ତୁମ୍ଭମାନଙ୍କୁ କିପରି ବୋହିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭମାନଙ୍କୁ ତୁମ୍ଭର ପରମେଶ୍ଵର ଏହି ସ୍ଥାନରେ ପହୁଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମରୁଭୂମିରେ ତୁମ୍ଭେମାନେ ଦେଖିଅଛ, ମନୁଷ୍ୟମାନେ ଆପଣା ସନ୍ତାନମାନଙ୍କୁ ବୋହିବା ପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏହିଠାରେ ପହଞ୍ଚିବା ପର୍ଯ୍ୟନ୍ତ, ତୁମ୍ଭମାନଙ୍କର ଗମନର ସମସ୍ତ ପଥରେ ତୁମ୍ଭମାନଙ୍କୁ କିପରି ବୋହିଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”