Deuteronomy 1:32 — Compare Translations
5 translations compared side by side
Odia - 1840
"କିନ୍ତୁ ତଥାପି ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କଠା ରେ ବିଶ୍ବାସ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲ ନାହି;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତଥାପି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!
Odia IRV 2017 (ଓଡିଆ ବାଇବେଲ)
ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!