Deuteronomy 1:33 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ୟାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ୟାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନରକ୍ସ୍ଟପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦଖାଇବୋ ପାଇଁ ସେ ରାତ୍ର ରେ ଅଗ୍ନିଶିଖା, ଦିନ ରେ ମେଘସ୍ତମ୍ଭଦ୍ବାରା ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ଵେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ଵାରା ଓ ଦିବସରେ ମେଘ ଦ୍ଵାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ଯାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ଯାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନିରୂପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦେଖାଇବା ପାଇଁ ସେ ରାତ୍ରିରେ ଅଗ୍ନିଶିଖା, ଦିନରେ ମେଘସ୍ତମ୍ଭ ଦ୍ୱାରା ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।