Deuteronomy 1:35 — Compare Translations
5 translations compared side by side
Odia - 1840
"'ମୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଉତ୍ତମ ଦେଶ ଦବୋକକ୍ସ୍ଟ ଶପଥ କରିଥିଲି, ଏହି ସହେି ଦେଶ। ଏହି ପୀଢୀର ଦୃଷ୍ଟ ଲୋକମାନେ କବେେ ସହେି ଦେଶ ଦେଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
‘ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଉତ୍ତମ ଦେଶ ଦେବାକୁ ଶପଥ କରିଥିଲି, ଏହା ସେହି ଦେଶ। ଏହି ପିଢ଼ିର ଦୁଷ୍ଟ ଲୋକମାନେ କେବେ ସେହି ଦେଶ ଦେଖିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,