Deuteronomy 1:36 — Compare Translations

5 translations compared side by side

Odia - 1840
"କବଳେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲେବ୍ ସହେି ଦେଶକକ୍ସ୍ଟ ଦେଖିବେ। ମୁ କାଲବକେକ୍ସ୍ଟ ସହେିଦେଶ ଦବେି, ଯେଉଁ ଦେଶ ଦଇେ ସେ ଗଲା। ତାଙ୍କର ଭବିଷ୍ଯତ୍ ବଂଶଧରମାନେ ମଧ୍ଯ ତାହା ପାଇବେ। କାରଣ କାଲବେ ସଦାପ୍ରଭୁଙ୍କୁ ସଐୂର୍ଣଭାବରେ ଅନକ୍ସ୍ଟସରଣ କରୁଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ; ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଯିଫୁନ୍ନିର ପୁତ୍ର କାଲେବ୍ ସେହି ଦେଶକୁ ଦେଖିବ। ମୁଁ କାଲେ‌ବ୍‌କୁ ସେହି ଦେଶ ଦେବି, ଯେଉଁ ଦେଶ ଦେଇ ସେ ଗଲା। ତାଙ୍କର ଭବିଷ୍ୟଦ୍ ବଂଶଧରମାନେ ମଧ୍ୟ ତାହା ପାଇବେ। କାରଣ କାଲେ‌ବ୍‌ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣଭାବରେ ଅନୁସରଣ କରୁଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”
Odia IRV 2017 (ଓଡିଆ ବାଇବେଲ)
କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”