Deuteronomy 1:38 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭର ସହକର୍ମୀ ପରିଚାରକ ନୂନର ପକ୍ସ୍ଟତ୍ର ଯିହାଶୂେୟ ସେ ସ୍ଥାନ ରେ ପ୍ରବେଶ କରିବ। ତାକକ୍ସ୍ଟ ସାହାସ ଦିଅ। ଯେ ହତେକ୍ସ୍ଟ ସେ ଇଶ୍ରାୟେଲକକ୍ସ୍ଟ ତାଙ୍କର ଭୂମିକକ୍ସ୍ଟ ଅଧିକାର କରାଇବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ; ତୁମ୍ଭେ ତାହାକୁ ସାହସ ଦିଅ; ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ସହକର୍ମୀ ପରିଗ୍ଭରକ ନୂନର ପୁତ୍ର ଯିହୋଶୂୟ ସେ ସ୍ଥାନରେ ପ୍ରବେଶ କରିବ। ତାକୁ ସାହସ ଦିଅ। ଯେହେତୁ ସେ ଇସ୍ରାଏଲକୁ ତାଙ୍କର ଭୂମିକୁ ଅଧିକାର କରାଇବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।