Deuteronomy 1:39 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, 'ତୁମ୍ଭମାନେେ କହକ୍ସ୍ଟଥିଲ, ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ତୁମ୍ଭର ପିଲାମାନେ ଲକ୍ସ୍ଟଟିତ ହବେେ। କିନ୍ତୁ ସହେି ପିଲାମାନେ ସହେି ଦେଶକକ୍ସ୍ଟ ଯିବେ ଏବଂ ସମାନଙ୍କେୁ ସହେି ସ୍ଥାନ ଦବୋ। ଆମ୍ଭେ ତୁମ୍ଭର ପିଲାମାନଙ୍କୁ ଦୋଷ ଦବୋ ନାହିଁ। ତୁମ୍ଭର ଦୋଷ ପାଇଁ, କାରଣ ସମାନଙ୍କେର ଭଲମନ୍ଦ ବିଚାର କରିବାର ଜ୍ଞାନ ନାହିଁ। ସମାନେେ ବହକ୍ସ୍ଟତ ସାନ, ସମାନେେ ଠିକ୍ ଭୂଲ ବକ୍ସ୍ଟଝିପାରକ୍ସ୍ଟ ନାହାଁନ୍ତି। ତୁମ୍ଭମାନଙ୍କର ପିଲାମାନଙ୍କୁ ସହେିଦେଶ ସବୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଅଦ୍ୟାପି ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ କହୁଥିଲ, ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ତୁମ୍ଭର ପିଲାମାନେ ଲୁଟିତ ହେବେ। କିନ୍ତୁ ସେହି ପିଲାମାନେ ସେହି ଦେଶକୁ ଯିବେ ଏବଂ ସେମାନଙ୍କୁ ସେହି ସ୍ଥାନ ଦେବା। ତୁମ୍ଭର ଦୋଷ ପାଇଁ, ଆମ୍ଭେ ତୁମ୍ଭର ପିଲାମାନଙ୍କୁ ଦୋଷ ଦେବା ନାହିଁ। କାରଣ ସେମାନଙ୍କର ଭଲମନ୍ଦ ବିଗ୍ଭର କରିବାର ଜ୍ଞାନ ନାହିଁ। ସେମାନେ ବହୁତ ସାନ, ସେମାନେ ଠିକ୍ ଭୁଲ୍ ବୁଝିପାରୁ ନାହାନ୍ତି। ତୁମ୍ଭମାନଙ୍କର ପିଲାମାନଙ୍କୁ ସେହି ଦେଶ ସବୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।

Recommended Reading