Deuteronomy 1:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହିଷ୍ବୋନ ନିବାସୀ ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓଗକକ୍ସ୍ଟ ଇଦ୍ରିଯୀ ରେ ପରାସ୍ତ କଲାପରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗକୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ପରାସ୍ତ କଲାପରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
Odia IRV 2017 (ଓଡିଆ ବାଇବେଲ)
“ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ