Deuteronomy 1:40 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ସକ୍ସ୍ଟଫ ସମକ୍ସ୍ଟଦ୍ର ପଥଦଇେ ପ୍ରାନ୍ତରକକ୍ସ୍ଟ ଫରେିୟାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସମୁଦ୍ର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସୂଫସାଗର ପଥଦେଇ ପ୍ରାନ୍ତରକୁ ଫେରିଯାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”