Deuteronomy 1:42 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ମାେତେ କହିଲେ, 'ଲୋକମାନଙ୍କୁ ମନାକର ସଠାେକକ୍ସ୍ଟ ୟାଇ ୟକ୍ସ୍ଟଦ୍ଧ କରିବା ପାଇଁ। କାରଣ ଆମ୍ଭେ ସମାନଙ୍କେ ସହିତ ୟିବକ୍ସ୍ଟ ନାହିଁ, ତେଣୁ ସମାନଙ୍କେର ଶତୃମାନେ ସମାନଙ୍କେୁ ପରାସ୍ତ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ମନାକର, ସେଠାକୁ ଯାଇ ଯୁଦ୍ଧ କରିବା ପାଇଁ। କାରଣ ଆମ୍ଭେ ସେମାନଙ୍କ ସହିତ ଯିବୁ ନାହିଁ, ତେଣୁ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ପରାସ୍ତ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ‘ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ;’ କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”