Deuteronomy 1:43 — Compare Translations
5 translations compared side by side
Odia - 1840
"ମୁ ତୁମ୍ଭମାନଙ୍କୁ ଏହା କହିଲି, କିନ୍ତୁ ତୁମ୍ଭମାନେେ ମାେ କଥା ଶକ୍ସ୍ଟଣିଲ ନାହିଁ। ତୁମ୍ଭମାନେେ ସଦାପ୍ରଭୁଙ୍କର ଆଦେଶ ବିରକ୍ସ୍ଟଦ୍ଧ ରେ ବିଦ୍ରୋହ କଲ। ନିଜ ବଳ ରେ ୟକ୍ସ୍ଟଦ୍ଧ କରିବା ପାଇଁ ତୁମ୍ଭମାନେେ ପର୍ବତ ଉପରକକ୍ସ୍ଟ ଚଢିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଉପରକୁ ଚଢ଼ିଗଲ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କୁ ଏହା କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କର ଆଦେଶ ବିରୁଦ୍ଧରେ ବିଦ୍ରୋହ କଲ। ନିଜ ବଳରେ ଯୁଦ୍ଧ କରିବା ପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଚଢ଼ିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।