Deuteronomy 1:44 — Compare Translations

5 translations compared side by side

Odia - 1840
"କିନ୍ତୁ ଇ ମାରେୀଯ ଲୋକମାନେ ତୁମ୍ଭମାନଙ୍କ ସହିତ ୟିଦ୍ଧ କରିବାକୁ ବାହାରି ପଡିଲେ ଓ ସମାନେେ ମହକ୍ସ୍ଟମାଛି ପରି ସମାନଙ୍କେୁ ତଡି ଦେଲେ। ସମାନେେ ତୁମ୍ଭମାନଙ୍କୁ ସଯେୀରର ହର୍ମା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ଦେଲେ ଓ ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ପଡ଼ିଲେ ଓ ସେମାନେ ମହୁମାଛି ପରି ସେମାନଙ୍କୁ ତଡ଼ି ଦେଲେ। ସେମାନେ ତୁମ୍ଭମାନଙ୍କୁ ସେୟୀରର ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।