Deuteronomy 1:45 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭମାନେେ ଆମ୍ଭ ନିକଟକକ୍ସ୍ଟ ଫରେି ଆସ ସାହାୟ୍ଯ ପାଇଁ କ୍ରନ୍ଦନ କଲ। କିନ୍ତୁ ସଦାପ୍ରଭୁ ସମାନଙ୍କେର କ୍ରନ୍ଦନ ଶୁଣିଲେ ନାହିଁ। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେମାନେ ଫେରି ଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସି ସାହାଯ୍ୟ ପାଇଁ କ୍ରନ୍ଦନ କଲ। କିନ୍ତୁ ସଦାପ୍ରଭୁ ସେମାନଙ୍କର କ୍ରନ୍ଦନ ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେମାନେ ଫେରିଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେମାନେ ଫେରି ଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।