Deuteronomy 1:46 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ କାଦେଶ ରେ ବହକ୍ସ୍ଟଦିନ ପର୍ୟ୍ଯନ୍ତ ରହିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ କାଳ ରହିଲ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ କାଦେଶରେ ବହୁଦିନ ପର୍ଯ୍ୟନ୍ତ ରହିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।