Deuteronomy 1:5 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ୟର୍ଦ୍ଦନ ନଦୀର ପୂର୍ବପାରି ରେ ଥିଲେ, ଯାହାକି ମାୟୋବ ଦେଶ ରେ ଥିଲା ଏବଂ ମାଶାେ ବ୍ଯବସ୍ଥା ବାଖ୍ଯା କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀର ପୂର୍ବପାରିରେ ଥିଲେ, ଯାହାକି ମୋୟାବ ଦେଶରେ ଥିଲା ଏବଂ ମୋଶା ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।