Deuteronomy 1:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ହାରେବେ ରେ କହିଥିଲେ। ସେ କହିଲେ, 'ତୁମ୍ଭମାନେେ ଏହି ପର୍ବତ ରେ ୟଥେଷ୍ଟ ସମୟ ବାସ କରି ଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ହୋରେବରେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ କହିଥିଲେ। ସେ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ ସମୟ ବାସ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;