Deuteronomy 1:7 — Compare Translations
5 translations compared side by side
Odia - 1840
"ଇମାରେୀୟମାନଙ୍କ ପର୍ବତ ଦେଶକକ୍ସ୍ଟ ୟାଅ। ତୁମ୍ଭେ ସହେି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡିକୁ ୟାଅ, ପର୍ବତମଯ ଦେଶ, ୟର୍ଦ୍ଦନର ଉପତ୍ୟକାକକ୍ସ୍ଟ ତଳଭୂମି, ମରକ୍ସ୍ଟଭୂମି ଏବଂ ସମକ୍ସ୍ଟଦ୍ର ଉପକୂଳ ସମତେ କିଣାନୀଯମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦଇେ ଫରାତ ନଦୀ ପର୍ୟ୍ଯନ୍ତ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟମାନଙ୍କ ପର୍ବତ ଦେଶକୁ ଯାଅ। ତୁମ୍ଭେ ସେହି ଦେଶର ପଡ଼ୋଶୀ ଅଞ୍ଚଳ ଗୁଡ଼ିକୁ ଯାଅ, ପର୍ବତମୟ ଦେଶ, ଯର୍ଦ୍ଦନର ଉପତ୍ୟକାକୁ ତଳଭୂମି, ମରୁଭୂମି ଏବଂ ସମୁଦ୍ର ଉପକୂଳ ସମେତ କିଣାନୀୟମାନଙ୍କ ସମସ୍ତଦେଶ ଓ ଲିବାନୋନ୍ ଦେଇ ଫରାତ୍ ନଦୀ ପର୍ଯ୍ୟନ୍ତ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।
Odia IRV 2017 (ଓଡିଆ ବାଇବେଲ)
ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।