Deuteronomy 1:8 — Compare Translations

5 translations compared side by side

Odia - 1840
"ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦଇେଅଛୁ, ଏହାସବୁ ତୁମ୍ଭମାନଙ୍କର, ୟାଅ ଏବଂ ଏହାକକ୍ସ୍ଟ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ୟାଥ: ଅବ୍ରହାମ, ଇସହାକ୍ ଓ ୟାକୁବକୁ ଏହା ଦବୋ ପାଇଁ ଶପଥ କରିଥିଲକ୍ସ୍ଟ, ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ବଂଶଧରମାନଙ୍କୁ ଏହି ଦେଶମାନ ଦବୋ ପାଇଁ ଶପଥ କରିଥିଲକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍‍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛୁ, ଏହାସବୁ ତୁମ୍ଭମାନଙ୍କର, ଯାଅ ଏବଂ ଏହାକୁ ଅଧିକାର କର। ଆମ୍ଭେ ତୁମ୍ଭର ପୂର୍ବପୁରୁଷ ଯଥା: ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବକୁ ଏହା ଦେବା ପାଇଁ ଶପଥ କରିଥିଲୁ, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ବଂଶଧରମାନଙ୍କୁ ଏହି ଦେଶମାନ ଦେବା ପାଇଁ ଶପଥ କରିଥିଲୁ।‌’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍‍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।”