Deuteronomy 1:9 — Compare Translations
5 translations compared side by side
Odia - 1840
"ମାଶାେ କହିଲେ, ସେ ସମୟରେ ମୁ ତୁମ୍ଭମାନଙ୍କୁ କହିଲି, ମୁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବକ୍ସ୍ଟଝିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ନେତାମାନଙ୍କୁ ବାଛିଲେ ମୋଶା କହିଲେ, “ସେ ସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ଏକା ତୁମ୍ଭମାନଙ୍କର ଭଲ ମନ୍ଦ ବୁଝିପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
Odia IRV 2017 (ଓଡିଆ ବାଇବେଲ)
ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;