Deuteronomy 10:1 — Compare Translations

5 translations compared side by side

Odia - 1840
" ସହେି ସମୟରେ, ସଦାପ୍ରଭୁ ମାେତେ କହିଲେ, 'ତୁମ୍ଭେ ପ୍ରଥମଟି ପରି ଆଉ ଦକ୍ସ୍ଟଇଟି ପ୍ରସ୍ତର ଫଳକ ପ୍ରସ୍ତକ୍ସ୍ଟତ କରିବା ଉଚିତ୍। ଏହାପରେ ତୁମ୍ଭେ ଏହି ପର୍ବତ ଉପରେ ମାେ ପାଖକକ୍ସ୍ଟ ଆସ ଏବଂ ଆପଣା ପାଇଁ ଏକ କାଠ ସନ୍ଦକ୍ସ୍ଟକ ନିର୍ମାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ପ୍ରସ୍ତର ପଟା “ସେହି ସମୟରେ, ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ପ୍ରଥମଟି ପରି ଆଉ ଦୁଇଟି ପ୍ରସ୍ତର ଫଳକ ପ୍ରସ୍ତୁତ କରିବା ଉଚିତ୍। ଏହା ପରେ ତୁମ୍ଭେ ଏହି ପର୍ବତ ଉପରେ ମୋ’ ପାଖକୁ ଆସ ଏବଂ ଆପଣା ପାଇଁ ଏକ କାଠ ସିନ୍ଦୁକ ନିର୍ମାଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।”