Deuteronomy 10:11 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାେତେ କହିଲେ, 'ଉଠ' ୟାତ୍ରା ନିମନ୍ତେ ଲୋକମାନଙ୍କୁ ଆଗଇେ ନିଅ। ପକ୍ସ୍ଟଣ ମୁ ଯେଉଁ ଦେଶ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଦବୋ ନିମନ୍ତେ ପ୍ରତିଜ୍ଞା କରିଅଛି, ସମାନେେ ସହେି ଦେଶ ରେ ପ୍ରବେଶ କରିବେ ଓ ତାହା ଅଧିକାର କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋତେ କହିଲେ, ‘ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କୁ ଆଗେଇ ନିଅ। ପୁଣି ମୁଁ ଯେଉଁ ଦେଶ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଦେବା ନିମନ୍ତେ ପ୍ରତିଜ୍ଞା କରିଅଛି, ସେମାନେ ସେହି ଦେଶରେ ପ୍ରବେଶ କରିବେ ଓ ତାହା ଅଧିକାର କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।