Deuteronomy 10:12 — Compare Translations

5 translations compared side by side

Odia - 1840
"ଏବେ ହେ ଇଶ୍ରାୟେଲ, ଶକ୍ସ୍ଟଣ! ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବାସ୍ତବ ରେ ତକ୍ସ୍ଟମ୍ଭଠାରକ୍ସ୍ଟ କ'ଣ ଗ୍ଭହାଁନ୍ତି ଜାଣ? ସେ ଗ୍ଭହାଁନ୍ତି ତାଙ୍କର ବାକ୍ଯ ଅନକ୍ସ୍ଟସା ରେ କର୍ମମାନ କର। ବିଧି ନିଯମ ପାଳନ କର। ପରମେଶ୍ବର ଗ୍ଭହାଁନ୍ତି ତୁମ୍ଭମାନେେ ଅନ୍ତକରଣ ସହକା ରେ ସଦାପ୍ରଭୁଙ୍କୁ ପ୍ ରମେ କର ଓ ତାଙ୍କର ସବୋ କର। ତାଙ୍କର ବ୍ଯବସ୍ଥା ଓ ଆଦେଶ ମାନି ଚଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସେବା କରିବାର,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବାସ୍ତବରେ କ’ଣ ଗ୍ଭହାନ୍ତି “ଏବେ ହେ ଇସ୍ରାଏଲ, ଶୁଣ! ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାସ୍ତବରେ ତୁମ୍ଭଠାରୁ କ’ଣ ଗ୍ଭହାନ୍ତି ଜାଣ? ସେ ଗ୍ଭହାନ୍ତି ତାଙ୍କର ବାକ୍ୟ ଅନୁସାରେ କର୍ମମାନ କର। ବିଧି ନିୟମ ପାଳନ କର। ପରମେଶ୍ୱର ଗ୍ଭହାନ୍ତି ତୁମ୍ଭେମାନେ ଅନ୍ତକରଣ ସହକାରେ ସଦାପ୍ରଭୁଙ୍କୁ ପ୍ରେମ କର ଓ ତାଙ୍କର ସେବା କର। ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,