Deuteronomy 10:13 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ତାଙ୍କର ବ୍ଯବସ୍ଥା ଓ ଆଦେଶମାନି ଚଳ, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଛି। ଏହା ତୁମ୍ଭର ମଗଂଳାର୍ଥ, ତାହା ତୁମ୍ଭମାନେେ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆଜି ମୁଁ ତୁମ୍ଭ ହିତ ନିମନ୍ତେ ସଦାପ୍ରଭୁଙ୍କ ଯେ ଯେ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭଠାରୁ ଆଉ କଅଣ ଲୋଡ଼ନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି। ଏହା ତୁମ୍ଭର ମଙ୍ଗଳାର୍ଥ, ତାହା ତୁମ୍ଭେମାନେ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?