Deuteronomy 10:14 — Compare Translations

5 translations compared side by side

Odia - 1840
"ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ବର୍ଗ, ପକ୍ସ୍ଟଣି ପୃଥିବୀ ଓ ତହିଁ ମଧ୍ଯସ୍ଥିତ ସମସ୍ତ ବସ୍ତକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ଵର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
“ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।