Deuteronomy 10:15 — Compare Translations

5 translations compared side by side

Odia - 1840
"କବଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନହେ କରିବାକୁ ଏବଂ ସମାନଙ୍କେ ପରେ ସମାନଙ୍କେର ବଂଶଧରମାନଙ୍କୁ ବାଛିବାକକ୍ସ୍ଟ ସଦାପ୍ରଭୁଙ୍କର ସନ୍ତାଷେ ଥିଲେ। ସମାନଙ୍କେ ପରେ ଆଜି ପର୍ୟ୍ଯନ୍ତ ସମସ୍ତ ଜାତି ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ଜାତିଗଣଙ୍କକ୍ସ୍ଟ ମନୋନୀତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ଏବଂ ସେମାନଙ୍କ ପରେ ସେମାନଙ୍କର ବଂଶଧରମାନଙ୍କୁ ବାଛିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିଲେ। ସେମାନଙ୍କ ପରେ ଆଜି ପର୍ଯ୍ୟନ୍ତ ସମସ୍ତ ଜାତି ମଧ୍ୟରୁ ତୁମ୍ଭ ଜାତିଗଣଙ୍କୁ ମନୋନୀତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।