Deuteronomy 10:17 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ⇧।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।