Deuteronomy 10:18 — Compare Translations
5 translations compared side by side
Odia - 1840
"ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପିତୃହୀନ ଓ ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପିତୃହୀନ ଓ ବିଧବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।