Deuteronomy 10:19 — Compare Translations
5 translations compared side by side
Odia - 1840
"ଏଥିପାଇଁ ତୁମ୍ଭମାନେେ ବିଦେଶୀକକ୍ସ୍ଟ ପ୍ ରମେ କର, କାରଣ ତୁମ୍ଭମାନେେ ମିଶର ଦେଶ ରେ ବିଦେଶୀ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ବିଦେଶୀକି ପ୍ରେମ କର । କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିଶର ଦେଶରେ ବିଦେଶୀ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।