Deuteronomy 10:2 — Compare Translations

5 translations compared side by side

Odia - 1840
"ଆମ୍ଭେ ଏହି ପ୍ରସ୍ତର ଫଳକରେ ପୂର୍ବପରି ଲେଖିବା, ଏହାପରେ ଏହି ନୂଆ ପ୍ରସ୍ତରଫଳକ ଦ୍ବଯକକ୍ସ୍ଟ ଏକ ସିନ୍ଦକ୍ସ୍ଟକରେ ରଖିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି ପ୍ରସ୍ତର ଫଳକରେ ପୂର୍ବପରି ଲେଖିବା, ଏହା ପରେ ଏହି ନୂଆ ପ୍ରସ୍ତରଫଳକ ଦ୍ୱୟକୁ ଏକ ସିନ୍ଦୁକରେ ରଖିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।