Deuteronomy 10:20 — Compare Translations
5 translations compared side by side
Odia - 1840
"ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠା ରେ ତୁମ୍ଭେ ଆସକ୍ତ ହବେ। ତାହାଙ୍କ ନାମ ରେ ତୁମ୍ଭେ ଶପଥ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ। ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।