Deuteronomy 10:21 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭେ ଯାହା ଯାହା ଦେଖକ୍ସ୍ଟଛ ସହେିସବୁ ମହତ୍ ଓ ଭୟଙ୍କର କର୍ମ ସେ ତକ୍ସ୍ଟମ୍ଭପାଇଁ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରଶଂସା ସଦାପ୍ରଭୁ ଅଟନ୍ତି, ସେ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭେ ଯାହା ଯାହା ଦେଖୁଛ ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ପାଇଁ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।