Deuteronomy 10:22 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତକ୍ସ୍ଟରି ପ୍ରାଣୀ ସହିତ ମିଶରକକ୍ସ୍ଟ ୟାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହକ୍ସ୍ଟ ସଂଖ୍ଯକ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିଶରକୁ ଯାଇଥିଲେ। ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶ ମଣ୍ତଳର ତାରାଗଣ ପରି ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।