Deuteronomy 10:3 — Compare Translations
5 translations compared side by side
Odia - 1840
"ତେଣୁ ମୁ ଏକ ସିନ୍ଦକ୍ସ୍ଟକଟିକକ୍ସ୍ଟ ଶିଟୀମ କାଠ ରେ ପ୍ରସ୍ତକ୍ସ୍ଟତ କଲି ଏବଂ ପୂର୍ବପରି ଦିଇଟି ପ୍ରସ୍ତର ଫଳକ ତିଆରି କରି ପର୍ବତ ଉପରକକ୍ସ୍ଟ ଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଶିଟୀମ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ମୁଁ ଏକ ସିନ୍ଦୁକଟିକୁ ଶିଟୀମ୍ କାଠରେ ପ୍ରସ୍ତୁତ କଲି ଏବଂ ପୂର୍ବପରି ଦୁଇଟି ପ୍ରସ୍ତର ଫଳକ ତିଆରି କରି ପର୍ବତ ଉପରକୁ ଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଶିଟୀମ୍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଶିଟୀମ୍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।