Deuteronomy 10:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହି ପ୍ରସ୍ତର ଫଳକ ଉପରେ ସ୍ବହସ୍ତ ରେ ପୂର୍ବପରି ଲେଖି ଦେଲେ। ସେ ତୁମ୍ଭମାନଙ୍କୁ ଅଗ୍ନି ମଧ୍ଯରକ୍ସ୍ଟ ଯେଉଁ ଦଶ ଆଜ୍ଞା କହିଥିଲେ। ତାହା ସେ ଲେଖି ଦେଲେ। ଏହାପରେ ସଦାପ୍ରଭୁ ସହେି ପ୍ରସ୍ତର ଫଳକଦ୍ବଯ ମାେତେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହି ପ୍ରସ୍ତର ଫଳକ ଉପରେ ସ୍ୱହସ୍ତରେ ପୂର୍ବପରି ଲେଖି ଦେଲେ। ସେ ତୁମ୍ଭମାନଙ୍କୁ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା କହିଥିଲେ। ତାହା ସେ ଲେଖି ଦେଲେ। ଏହା ପରେ ସଦାପ୍ରଭୁ ସେହି ପ୍ରସ୍ତର ଫଳକଦ୍ୱୟ ମୋତେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।