Deuteronomy 10:5 — Compare Translations
5 translations compared side by side
Odia - 1840
"ମୁ ବକ୍ସ୍ଟଲି ପଡିଲି ଓ ସମାନଙ୍କେୁ ପର୍ବତ ତଳକକ୍ସ୍ଟ ଆଣିଲି। ମୁ କରିଥିବା ଶିଟୀମକାଠର ସିନ୍ଦକ୍ସ୍ଟକରେ ସମାନଙ୍କେୁ ରଖିଲି। ସଦାପ୍ରଭୁ ମାେତେ ନିର୍ଦ୍ଦେଶ ଦଇେଥିଲେ ସଗେକ୍ସ୍ଟଡିକ ତାହା ମଧିଅରେ ରଖିବାକକ୍ସ୍ଟ। ଏପରିକି ଆଜି ପର୍ୟ୍ଯନ୍ତ ସହେି ପ୍ରସ୍ତର ଫଳକଦ୍ବଯ ସହେି ସିନ୍ଦକ୍ସ୍ଟକ ମଧିଅରେ ସହେି ସ୍ଥାନ ରେ ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବୁଲି ପଡ଼ିଲି ଓ ସେମାନଙ୍କୁ ପର୍ବତ ତଳକୁ ଆଣିଲି। ମୁଁ କରିଥିବା ଶିଟୀମକାଠର ସିନ୍ଦୁକରେ ସେମାନଙ୍କୁ ରଖିଲି। ସଦାପ୍ରଭୁ ମୋତେ ନିର୍ଦ୍ଦେଶ ଦେଇଥିଲେ ସେଗୁଡ଼ିକ ତାହା ମଧ୍ୟରେ ରଖିବାକୁ। ଏପରିକି ଆଜି ପର୍ଯ୍ୟନ୍ତ ସେହି ପ୍ରସ୍ତର ଫଳକଦ୍ୱୟ ସେହି ସିନ୍ଦୁକ ମଧ୍ୟରେ ସେହି ସ୍ଥାନରେ ରହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋ’ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।