Deuteronomy 10:6 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ସନ୍ତାନଗଣ ବରେୋତ୍ ବନଯୋକନଠାରକ୍ସ୍ଟ ମାେଷେରୋତକୁ ୟାତ୍ରା କଲେ, ସେ ସ୍ଥାନ ରେ ହାରୋଣ ମଲେ ଓ ସହେି ସ୍ଥାନ ରେ ସେ କବର ପାଇଲେ। ପକ୍ସ୍ଟଣି ତାଙ୍କର ପକ୍ସ୍ଟତ୍ର ଇଲିଯାସର ତାଙ୍କ ପଦ ରେ ଯାଜକ କର୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟାକନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ। ପୁଣି ତାଙ୍କର ପୁତ୍ର ଇଲିୟାସର ତାଙ୍କ ପଦରେ ଯାଜକ କର୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
(ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।