Deuteronomy 10:8 — Compare Translations
5 translations compared side by side
Odia - 1840
"ସେ ସମୟରେ ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସବୋକର୍ମ ପାଇଁ ତାହାଙ୍କ ଛାମକ୍ସ୍ଟ ରେ ଠିଆ ହବୋକକ୍ସ୍ଟ ଓ ତାହାଙ୍କ ନାମ ରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ୟ୍ଯନ୍ତ ଲବେୀ ପରିବାରବର୍ଗଙ୍କକ୍ସ୍ଟ ପୃଥକ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀ ପରିବାରବର୍ଗଙ୍କୁ ପୃଥକ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବା କର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।