Deuteronomy 10:9 — Compare Translations
5 translations compared side by side
Odia - 1840
"ଏଥିପାଇଁ ଲବେୀର ଆପଣା ପରିବାରବର୍ଗ ମଧିଅରେ କୌଣସି ଅଂଶ କି ଅଧିକାର ନାହିଁ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତାହାକକ୍ସ୍ଟ ଯାହା କହିଅଛନ୍ତି, ତଦନକ୍ସ୍ଟସା ରେ ସଦାପ୍ରଭୁ ହିଁ ତାହାର ଅଧିକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର) ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ଲେବୀର ଆପଣା ପରିବାରବର୍ଗ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ। ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।