Deuteronomy 11:1 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ପ୍ ରମେ କରିବା ଉଚିତ୍। ତୁମ୍ଭମାନେେ ତାଙ୍କର ବ୍ଯବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ସ୍ମରଣ କର “ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବା ଉଚିତ୍। ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।